ମହାଭାରତ:-
ପାଣ୍ଡୁ ଓ ଧୃତରାଷ୍ଟ୍ର ଦୁଇ ଭ୍ରାତା ଥିଲେ ।
ପାଣ୍ଡଵମାନେ ପାଞ୍ଚ ଭାଇଥିଲେ ଯାହାଙ୍କ ନାମ -
୧.ଯୁଧିଷ୍ଠିର ୨.ଭୀମ ୩.ଅର୍ଜୁନ ୪.ନକୁଳ ୫.ସହଦେଵ
ଏଠି ଧ୍ୟାନ ରହେ ଯେ .... ପାଣ୍ଡୁଙ୍କ ଉପରୋକ୍ତ ପାଞ୍ଚ ପୁତ୍ର ମଧ୍ୟରୁ ଯୁଧିଷ୍ଠିର, ଭୀମ ଓ ଅର୍ଜୁନ ମାତା କୁନ୍ତୀଙ୍କ ପୁତ୍ର ଥିଲେ । ନକୁଳ ଓ ସହଦେଵ ମାତା ମାଦ୍ରୀଙ୍କ ପୁତ୍ର ଥିଲେ ।
ଏହି ପାଞ୍ଚ ଜଣଙ୍କ ଛଡା, ମହବଳୀ କର୍ଣ୍ଣ ମଧ୍ୟ କୁନ୍ତୀଙ୍କ ପୁତ୍ର ଥିଲେ, କିନ୍ତୁ ତାଙ୍କୁ ପାଣ୍ଡବମାନଙ୍କ ଭିତରେ ଗଣା ଯାଏନାହିଁ ।
ଅନ୍ୟପକ୍ଷରେ କୌରବରେ,
ଧୃତରାଷ୍ଟ୍ର ଓ ଗାନ୍ଧାରୀଙ୍କ ଶତ ପୁତ୍ର ଥିଲେ । ଯାହାଙ୍କ ନାମ :-
୧.ଦୁର୍ଯ୍ୟୋଧନ ୨.ଦୁଃଶାସନ ୩.ଦୁଃସହ ୪.ଦୁଃଶଳ ୫.ଜଳସନ୍ଧ ୬.ସମ ୭.ସହ ୮.ବିନ୍ଦ ୯.ଅନୁବିନ୍ଦ ୧୦.
ଦୁର୍ଦ୍ଧର୍ଷ ୧୧.ସୁବାହୁ ୧୨.ଦୁଷପ୍ରଦର୍ଶନ ୧୩.ଦୁର୍ମର୍ଷଣ ୧୪.ଦୁର୍ମୁଖ ୧୫.ଦୁଷ୍କର୍ଣ ୧୬.ବିକର୍ଣ୍ଣ ୧୭.ଶଳ ୧୮.ସତ୍ୱାନ ୧୯.ସୁଲୋଚନ ୨୦.ଚିତ୍ର ୨୧.ଉପଚିତ୍ର ୨୨.ଚିତ୍ରାକ୍ଷ ୨୩.ଚାରୁଚିତ୍ର ୨୪.ଶରାସନ ୨୫.ଦୁର୍ମଦା ୨୬.ଦୁର୍ବିଗାହ ୨୭.ବିବିତ୍ସୁ ୨୮.ବିକଟାନନ୍ଦ ୨୯.ଉର୍ଣ୍ଣନାଭ ୩୦.ସୁନାଭ ୩୧.ନନ୍ଦ ୩୨.ଉପନନ୍ଦ ୩୩.ଚିତ୍ରବାଣ ୩୪.ଚିତ୍ରବର୍ମା ୩୫.ସୁବର୍ମା ୩୬.ଦୁର୍ବିମୋଚନ ୩୭.ଅୟୋବାହୁ ୩୮.ମହାବାହୁ ୩୯.ଚିତ୍ରାଙ୍ଗ ୪୦.ଚିତ୍ରକୁଣ୍ଡଳ ୪୧.ଭୀମବେଗ ୪୨.ଭୀମବଳ ୪୩.ବାଲାକୀ ୪୪.ବଳବର୍ଦ୍ଧନ ୪୫.ଉଗ୍ରାଯୁଦ୍ଧ ୪୬.ସୁଷେର୍ଣ ୪୭.କୁଣ୍ଡଧର ୪୮.ମହଦୋର ୪୯.ଚିତ୍ରାଯୁଦ୍ଧ ୫୦.ନିସଙ୍ଗୀ ୫୧.ପାସି ୫୨.ବୃନ୍ଦାରକ ୫୩.ଦୃଢ଼ବର୍ମା ୫୪.ଦୃଢ଼କ୍ଷେତ୍ର ୫୫.ସୋମକୀର୍ତ୍ତି ୫୬.ଅନୁଦର ୫୭.ଦଢସଂଘ ୫୮.ଜରାସଂଘ ୫୯.ସତ୍ୟସଂଘ ୬୦.ସଦସୁବାକ ୬୧.ଉଗ୍ରଶ୍ରବା ୬୨.ଉଗ୍ରସେନ ୬୩.ସେନାନୀ ୬୪.ଦୁଷ୍ପରାଜୟ ୬୫.ଅପରାଜିତ ୬୬.କୁଣ୍ଡସାୟୀ ୬୭.ବିଶାଲାକ୍ଷ ୬୮.ଦୁରାଧର ୬୯.ଦ୍ରୁଢହସ୍ତ ୭୦.ସୁହସ୍ତ ୭୧.ବାତବେଗ ୭୨.ସୁବର୍ଚ୍ଚ ୭୩.ଆଦିତ୍ୟକେତୁ ୭୪.ବହ୍ମାଶ୍ରୀ ୭୫.ନାଗଦତ୍ତ ୭୬.ଉଗ୍ରସାୟୀ ୭୭.କବଚି ୭୮.କ୍ରଥନ ୭୯.କୁଣ୍ଡି ୮୦.ଭୀମବିକ୍ର ୮୧.ଧନୁର୍ଦ୍ଧର ୮୨.ବିରବା ୮୩.ଅଳଲୁପ ୮୪.ଅଭୟ ୮୫.ଦୃଢ଼କର୍ମା ୮୬.ଦୃଢ଼ରଥାଶ୍ରୟ ୮୭.ଅନାଧୃଷ୍ୟ ୮୮.କୁଣ୍ଡଭେଦି ୮୯.ବିରବୀ ୯୦.ଚିତ୍ରକୁଣ୍ଡଳ ୯୧.ପ୍ରଧମ ୯୨.ଅମାପ୍ରମାଥି ୯୩.ଦୀର୍ଘରୋମା ୯୪.ସୁବିର୍ଯ୍ୟଵାନ ୯୫.ଦୀର୍ଘବାହୁ ୯୬.ସୁଜାତ ୯୭.କନକଧ୍ୱଜ ୯୮.କୁଣ୍ଡାଶୀ ୯୯.ବିରଜ ୧୦୦.ଯୁଜୁସ୍ତୁ ।
ଏହି ଶତଭ୍ରାତା ଛଡା କୌରବର ଗୋଟିଏ ଭଗ୍ନୀ ବି ଥିଲା, ଯାହାର ନାମ ଦୃଶଳା ଥିଲା ଏବଂ ତାହାର ବିବାହ ଜୟଦ୍ରଥ ସହିତ ହୋଇଥିଲା ।
ଶ୍ରୀମଦ ଭାଗବତ ଗୀତା :-
ଓଁ- ଗୀତା କିଏ କାହାକୁ ଶୁଣାଇ ଥିଲେ ?
ଉ- ଶ୍ରୀ କୃଷ୍ଣ ଅର୍ଜୁନ ଙ୍କୁ ଶୁଣାଇ ଥିଲେ।
ଓଁ- କେବେ ଶୁଣାଇ ଥିଲେ ?
ଉ- ଆଜିକୁ ପ୍ରାୟ ୭ ହଜାର ବର୍ଷ ଆଗେ।
ଓଁ- କେଉଁ ବାରରେ ଗୀତା ଶୁଣାଇ ଥିଲେ ?
ଉ- ରବିବାର।
ଓଁ- କୋଉ ତିଥିରେ ?
ଉ- ଏକାଦଶୀ।
ଓଁ- କୋଉଠି ଶୁଣାଇଥିଲେ ?
ଉ- କୁରୁକ୍ଷେତ୍ର ର ଯୁଦ୍ଧ କ୍ଷେତ୍ରରେ।
ଓଁ- କେତେ ସମୟରେ ଶୁଣାଇ ଥିଲେ ?
ଉ- ପାଖା ପାଖି ୪୫ ମିନିଟରେ।
ଓଁ- କାହିଁକି ଶୁଣାଇ ଥିଲେ ?
ଉ- କର୍ତ୍ତବ୍ୟ ରୁ ଓହରି ଯାଇଥିବା ଅର୍ଜୁନ ଙ୍କୁ କର୍ତ୍ତବ୍ୟ ଶିଖାଇବା ପାଇଁ ଓ ଭବିଷ୍ୟତ ରେ ମାନବ ସମାଜକୁ ଧର୍ମ ବିଷୟକ ଜ୍ଞାନ ଶିଖିବା ଲାଗି।
ଓଁ- ଗୀତାରେ କେତେ ଅଧ୍ୟାୟ ?
ଉ- ୧୮ ଅଧ୍ୟାୟ।
ଓଁ- କେତୋଟି ଶ୍ଳୋକ ଅଛି ?
ଉ- ୭୦୦ ଶ୍ଳୋକ।
ଓଁ- ଗୀତାରେ କେଉଁ କେଉଁ ବିଷୟରେ ଚର୍ଚ୍ଚା ହୋଇଛି ?
ଉ- ଜ୍ଞାନ-ଭକ୍ତି-କର୍ମ ଯୋଗ ର ବିସ୍ତୃତ ବ୍ୟାଖ୍ୟା କରାଯାଇଛି।ଏହି ମାର୍ଗରେ ଚାଲିଲେ ଜଣେ ବ୍ୟକ୍ତି ପରମ ପଦର ଅଧିକାରୀ ହୋଇପାରିବ।
ଓଁ- ଗୀତାକୁ ଅର୍ଜୁନଙ୍କ ଛଡା କିଏ କିଏ ଶୁଣିଥିଲେ ?
ଉ- ଧ୍ରୁତରାଷ୍ଟ୍ର ଓ ସଞ୍ଜୟ।
ଓଁ- ଅର୍ଜୁନ ଙ୍କ ଆଗରୁ ଗୀତାର ପାବନ ଜ୍ଞାନ କାହାକୁ ମିଳିଥିଲା ?
ଉ- ଭଗବାନ ସୂର୍ଯ୍ୟ ଦେବତାଙ୍କୁ।
ଓଁ- ଗୀତାର ଗଣନା କୋଉ ଧର୍ମ ଗ୍ରନ୍ଥରେ ମିଳେ ?
ଉ- ଉପନିଷଦ ରେ।
ଓଁ- ଗୀତା କେଉଁ ମହାଗ୍ରନ୍ଥର ଭାଗ ଅଟେ ?
ଉ- ଗୀତା ମହାଭାରତର ଶାନ୍ତି ପର୍ବର ଏକ ଭାଗ ଅଟେ।
ଓଁ- ଗୀତାର ଅନ୍ୟ ନାମ କଣ ?
ଉ- ଗୀତୋପନିଷଦ।
ଓଁ- ଗୀତାର ସାର କଣ ?
ଉ- ପ୍ରଭୁ ଶ୍ରୀ କୃଷ୍ଣଙ୍କର ଶରଣ ଯିବା।
ଓଁ- ଗୀତାରେ କିଏ କେତେ ଶ୍ଳୋକ କହିଥିଲେ ?
ଉ- ଶ୍ରୀ କୃଷ୍ଣ- ୫୭୪, ଅର୍ଜୁନ- ୮୫, ଧୃତରାଷ୍ଟ୍ର- ୧ ଏବଂ ସଞ୍ଜୟ- ୪୦।